2 ଶାମୁୟେଲ 21:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ଵର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। Viz kapitolaଓଡିଆ ବାଇବେଲ14 ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। Viz kapitolaପବିତ୍ର ବାଇବଲ14 ଏହା ପରେ ସେମାନେ ଶାଉଲଙ୍କର ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ। ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହା ସବୁ କଲେ। ତହିଁପରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶପ୍ରତି ପ୍ରସନ୍ନ ହେଲେ। Viz kapitola |