Online Bible

- Reklamy -




2 ଶାମୁୟେଲ 21:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

17 ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

17 ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାହାଙ୍କ ନିକଟରେ ଶପଥ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ, ଇସ୍ରାଏଲ ଏକ ମହାନ ନେତାଙ୍କୁ ହରାଇବ।”

Viz kapitola kopírovat




2 ଶାମୁୟେଲ 21:17

Následuj nás:

Reklamy


Reklamy