2 ଶାମୁୟେଲ 21:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ। Viz kapitolaଓଡିଆ ବାଇବେଲ20 ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ। Viz kapitolaପବିତ୍ର ବାଇବଲ20 ଏହା ପରେ ପୁଣି ଥରେ ଗାଥ୍ରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ ପୁଣି ପ୍ରତି ହସ୍ତ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳି ବିଶିଷ୍ଟ ଏକ ଜଣ ଥିଲା। ସେ ମଧ୍ୟ ଦୀର୍ଘକାୟ ବଂଶଜାତ। Viz kapitola |