2 ଶାମୁୟେଲ 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କ ଅଧିକାରକୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି? Viz kapitolaଓଡିଆ ବାଇବେଲ3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?” Viz kapitolaପବିତ୍ର ବାଇବଲ3 ଦାଉଦ ଗିବିୟୋନୀୟମାନଙ୍କୁ କହିଲେ, “ମୁଁ ଇସ୍ରାଏଲର ପାପ ଦୂର କରିବା ପାଇଁ କ’ଣ କରି ପାରିବି, ଯାହା ଫଳରେ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଆଶୀର୍ବାଦ କରି ପାରିବ?” Viz kapitola |