2 ଶାମୁୟେଲ 22:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ଵାରା ସେମାନଙ୍କୁ ଉଦ୍ବିଗ୍ନ କଲେ। Viz kapitolaଓଡିଆ ବାଇବେଲ15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ। Viz kapitolaପବିତ୍ର ବାଇବଲ15 ସଦାପ୍ରଭୁ ଆପଣା ବାଣ ପ୍ରୟୋଗ କଲେ। ସେ ଶତ୍ରୁମାନଙ୍କୁ ଛିନ୍ଛତ୍ର କଲେ। ସଦାପ୍ରଭୁ ବିଜୁଳି ଦ୍ୱାରା ସେମାନଙ୍କୁ ଉଦ୍ବିଗ୍ନ କଲେ। Viz kapitola |