2 ଶାମୁୟେଲ 22:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ? Viz kapitolaପବିତ୍ର ବାଇବଲ (Re-edited) - (BSI)32 ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ଵର? ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛଡ଼ା ଆଉ କିଏ ଶୈଳ? Viz kapitolaଓଡିଆ ବାଇବେଲ32 ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର ? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ ? Viz kapitolaପବିତ୍ର ବାଇବଲ32 ସଦାପ୍ରଭୁଙ୍କ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟତୀତ ଅନ୍ୟ ଶୈଳ ନାହିଁ। Viz kapitola |