2 ଶାମୁୟେଲ 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ତଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସେ ପ୍ରଜ୍ଵଳିତ ହୋଇ ଉଠିଲେ। Viz kapitolaଓଡିଆ ବାଇବେଲ8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ। Viz kapitolaପବିତ୍ର ବାଇବଲ8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ସ୍ୱର୍ଗ ରାଜ୍ୟର ମୂଳଦୂଆ ଟଳମଳ ଓ କମ୍ପିତ ହେଲା, କାରଣ ସଦାପ୍ରଭୁ କ୍ରୋଧିତ ଥିଲେ। Viz kapitola |