2 ଶାମୁୟେଲ 23:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥ୍ଲିହିମ୍-ନଗରଦ୍ଵାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ। Viz kapitolaଓଡିଆ ବାଇବେଲ16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ। Viz kapitolaପବିତ୍ର ବାଇବଲ16 ତହିଁରେ ସେହି ତିନି ବୀର ରାସ୍ତାରେ ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବୈଥ୍ଲେହମ ନଗରଦ୍ୱାର ନିକଟସ୍ଥ କୂଅରୁ ପାଣି ଆଣିଲେ। ମାତ୍ର ସେ ତହିଁରୁ ପିଇବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ ଢାଳି ଦେଲେ। Viz kapitola |