2 ଶାମୁୟେଲ 23:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ସେ କହିଲେ, ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ। Viz kapitolaଓଡିଆ ବାଇବେଲ17 ପୁଣି ସେ କହିଲେ, “ହେ ସଦାପ୍ରଭୁ, ମୁଁ ଯେ ଏ କର୍ମ କରିବି, ଏହା ମୋ’ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି ? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ। Viz kapitolaପବିତ୍ର ବାଇବଲ17 ଦାଉଦ କହିଲେ, “ହେ ସଦାପ୍ରଭୁ, ମୁଁ ନିଶ୍ଚୟ ଏହି ପାଣି ପିଇବି ନାହିଁ। ଏହା ସେହି ମଣିଷର ରକ୍ତ ପିଇବା ପରି ହେବ, ଯେଉଁମାନେ ମୋ’ ପାଇଁ ସେମାନଙ୍କ ପାଇଁ ଉତ୍ସର୍ଗ କରିଦେଲେ।” ଏଥିପାଇଁ ଦାଉଦ ପାଣି ପିଇବା ପାଇଁ ମନା କରିଥିଲେ। ଏହିପରି କର୍ମ ସେହି ତିନି ବୀର କରିଥିଲେ। Viz kapitola |