2 ଶାମୁୟେଲ 23:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆହୁରି ସେ ଏକ ଜଣ ମିସରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆହୁରି ସେ ଏକ ଜଣ ମିସ୍ରୀୟ ରୂପବାନ ପୁରୁଷକୁ ବଧ କଲା ଓ ସେହି ମିସ୍ରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା କତିକି ଗଲା ଓ ସେହି ମିସ୍ରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା। Viz kapitolaଓଡିଆ ବାଇବେଲ21 ଆହୁରି ସେ ଏକ ଜଣ ମିସ୍ରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସ୍ରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସ୍ରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା। Viz kapitolaପବିତ୍ର ବାଇବଲ21 ବନାୟ ଏକ ମିସ୍ରୀୟ ମହାପୁରୁଷଙ୍କୁ ହତ୍ୟା କଲା। ସେହି ମିସ୍ରୀୟ ହାତରେ ଏକ ବର୍ଚ୍ଛା ଥିଲା କିନ୍ତୁ ବନାୟର ହାତରେ ଏକ ଯଷ୍ଟି ଥିଲା, ବନାୟ ତା'ର ହାତରୁ ବର୍ଚ୍ଛା ଛଡ଼ାଇ ଆଣିଲା ଓ ତା'ର ବର୍ଚ୍ଛାରେ ତାକୁ ବଧ କଲା। Viz kapitola |