2 ଶାମୁୟେଲ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।” Viz kapitolaପବିତ୍ର ବାଇବଲ1 ସଦାପ୍ରଭୁ ପୁନ୍ନରାୟ ଇସ୍ରାଏଲୀୟମାନଙ୍କ ଉପରେ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରେଇଲେ। ତେଣୁ ଦାଉଦ ଆଦେଶ ଦେଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।” Viz kapitola |