2 ଶାମୁୟେଲ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବକୁ କହିଲେ; ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି। Viz kapitolaଓଡିଆ ବାଇବେଲ2 ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।” Viz kapitolaପବିତ୍ର ବାଇବଲ2 ରାଜା ଦାଉଦ ତାଙ୍କର ସେନାପତି ଯୋୟାବକୁ ଡାକି କହିଲେ, “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ବଂଶ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର। ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।” Viz kapitola |