2 ଶାମୁୟେଲ 24:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା। Viz kapitolaଓଡିଆ ବାଇବେଲ25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା। Viz kapitolaପବିତ୍ର ବାଇବଲ25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନୈବେଦ୍ୟ ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା। Viz kapitola |