Online Bible

- Reklamy -




2 ଶାମୁୟେଲ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍‍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ବେଳେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ପଦାଭୂମିର ପଥ ଦେଇ ରାତ୍ରିଯାକ ଗମନ କଲେ।

Viz kapitola kopírovat

ଓଡିଆ ବାଇବେଲ

7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରାବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।

Viz kapitola kopírovat




2 ଶାମୁୟେଲ 4:7

Následuj nás:

Reklamy


Reklamy