2 ଶାମୁୟେଲ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଦାଉଦଙ୍କର ସହାୟ ହେବାରୁ ସେ ଆହୁରି ଆହୁରି ମହାନ ହେଲେ। Viz kapitolaଓଡିଆ ବାଇବେଲ10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ। Viz kapitolaପବିତ୍ର ବାଇବଲ10 ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହେବାରୁ ଦାଉଦ ଆହୁରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ। Viz kapitola |