2 ଶାମୁୟେଲ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଚ୍ଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ। Viz kapitolaପବିତ୍ର ବାଇବଲ1 ଦାଉଦ ଆଉ ଥରେ ବଛା ବଛା 30,000 ସୈନ୍ୟମାନଙ୍କୁ ଇସ୍ରାଏଲରେ ଏକତ୍ରିତ କଲେ। Viz kapitola |