2 ଶାମୁୟେଲ 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ତରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା। Viz kapitolaଓଡିଆ ବାଇବେଲ14 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା। Viz kapitolaପବିତ୍ର ବାଇବଲ14 ମୁଁ ତା'ର ପିତା ହେବି ଓ ସେ ମୋର ପୁତ୍ର ହେବ। ଯେତେବେଳେ ସେ ପାପ କରେ ମୁଁ ତାକୁ ଦଣ୍ତ ଦେବି, ଯେପରି ଲୋକମାନେ ସେମାନଙ୍କର ପୁତ୍ରମାନଙ୍କୁ ଦଣ୍ତ ଦିଅନ୍ତି। Viz kapitola |