2 ଶାମୁୟେଲ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ନାଥନ ରାଜାଙ୍କୁ କହିଲେ, ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି। Viz kapitolaଓଡିଆ ବାଇବେଲ3 ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।” Viz kapitolaପବିତ୍ର ବାଇବଲ3 ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।” Viz kapitola |