2 ଶାମୁୟେଲ 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ? Viz kapitolaଓଡିଆ ବାଇବେଲ5 “ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି,’ ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ ? Viz kapitolaପବିତ୍ର ବାଇବଲ5 “ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ। Viz kapitola |