2 ଶାମୁୟେଲ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ। Viz kapitolaଓଡିଆ ବାଇବେଲ3 ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ। Viz kapitolaପବିତ୍ର ବାଇବଲ3 ସୋବାରର ରାଜା ରହୋବର ପୁତ୍ର, ହଦଦେଷର ଫରାତ୍ ନଦୀ ନିକଟରେ ନିଜର ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ। Viz kapitola |