୨ ତୀମଥି 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଅସାର ବକୁଆପଣରୁ ପୃଥକ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, Viz kapitolaଓଡିଆ ବାଇବେଲ16 କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, Viz kapitolaପବିତ୍ର ବାଇବଲ (CL) NT (BSI)16 ଯେଉଁ ଧର୍ମଭାବଶୂନ୍ୟ ନିର୍ବୋଧ ବାକ୍ୟାଳାପ ମନୁଷ୍ୟକୁ ଈଶ୍ୱରଙ୍କଠାରୁ ବିଚ୍ଛିନ୍ନ କରେ, ସେ ସବୁଠାରୁ ତୁମେ ଦୂରରେ ରୁହ। Viz kapitolaପବିତ୍ର ବାଇବଲ16 ପରମେଶ୍ୱରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂରରେ ରୁହ। ସେଭଳି କଥା ପରମେଶ୍ୱରଙ୍କଠାରୁ ଅଧିକରୁ ଅଧିକ ଦୂରେଇ ନେବ। Viz kapitola |