୨ ତୀମଥି 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ। Viz kapitolaଓଡିଆ ବାଇବେଲ9 ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ୱରଙ୍କ ବାକ୍ୟ ଆବଦ୍ଧ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)9 ଏହି ସୁସମାଚାର ପ୍ରଚାର କରିବାରୁ ମୁଁ ଅପରାଧୀ ପରି ଶୃଙ୍ଖଳବଦ୍ଧ ହୋଇ କଷ୍ଟ ଭୋଗ କରୁଛି। କିନ୍ତୁ ଈଶ୍ୱରଙ୍କ ବାଣୀକୁ କେହି ଶୃଙ୍ଖଳବଦ୍ଧ କରିପାରିବେ ନାହିଁ। Viz kapitolaପବିତ୍ର ବାଇବଲ9 ଏହି ସୁସମାଗ୍ଭର ମୁଁ ଲୋକଙ୍କୁ ଶୁଣାଏ। ସେହି ସୁସମାଗ୍ଭର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳିରେ ବନ୍ଧା ମଧ୍ୟ ହୋଇଛି। Viz kapitola |