୨ ତୀମଥି 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ। Viz kapitolaଓଡିଆ ବାଇବେଲ12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ | Viz kapitolaପବିତ୍ର ବାଇବଲ (CL) NT (BSI)12 ଯେଉଁ ସମସ୍ତେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରପରାୟଣ ଜୀବନ ଯାପନ କରିବାକୁ ଇଚ୍ଛା କରିବେ, ସେମାନଙ୍କୁ ନିର୍ଯ୍ୟାତନାର ସମ୍ମୁଖୀନ ହେବାକୁ ପଡ଼ିବ। Viz kapitolaପବିତ୍ର ବାଇବଲ12 ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସପୂର୍ବକ ଜୀବନ ଅତିବାହିତ କରିବାକୁ ଗ୍ଭହୁଁଥିବା ପ୍ରତ୍ୟେକ ଲୋକ ନିର୍ଯ୍ୟାତିତ ହେବେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହୋଇଯିବେ। Viz kapitola |