୨ ତୀମଥି 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ; Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ, ଆଉ, ଯେସମସ୍ତ ବିଷୟର ନିଶ୍ଚିତ ବୋଧ ପାଇଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ; Viz kapitolaଓଡିଆ ବାଇବେଲ14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ; Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଯେଉଁ ସବୁ ସତ୍ୟ ଶିକ୍ଷା କରି ଦୃଢ଼ ଭାବରେ ବିଶ୍ୱାସ କରୁଛ, ସେ ସବୁରେ ତୁମେ ଅଟଳ ରୁହ। ତୁମର ଶିକ୍ଷକମାନେ କିଏ, ତୁମେ ଜାଣିଛ। Viz kapitolaପବିତ୍ର ବାଇବଲ14 କିନ୍ତୁ ତୁମ୍ଭେ ଯେଉଁ ଉପଦେଶ ଶିଖିଛ, ସେଗୁଡ଼ିକୁ ପାଳନ କରି ଗ୍ଭଲ। ତୁମ୍ଭେ ଜାଣ ଯେ ସେହି ଶିକ୍ଷାଗୁଡ଼ିକ ସତ୍ୟ। ଯେଉଁମାନେ ସେହି ଶିକ୍ଷାଗୁଡ଼ିକ ପ୍ରଦାନ କଲେ ତାହାଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ। Viz kapitola |