୨ ତୀମଥି 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ଭକ୍ତିର ଭେଖ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ଵୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ। Viz kapitolaଓଡିଆ ବାଇବେଲ5 ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)5 ଧର୍ମର ପ୍ରକୃତ ଶକ୍ତିକୁ ଅସ୍ୱୀକାର କରି ସେମାନେ ବାହ୍ୟିକ ଧର୍ମକର୍ମକୁ ସର୍ବସ୍ୱ ମନେ କରିବେ। ଏମାନଙ୍କଠାରୁ ତୁମେ ନିଜକୁ ଦୂରେଇ ରଖ। Viz kapitolaପବିତ୍ର ବାଇବଲ5 ସେମାନେ ପରମେଶ୍ୱରଙ୍କ ସେବକ ହେବାର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ୱାରା ଜଣା ପଡ଼ିବ ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କ ସେବା କରୁ ନାହାନ୍ତି। ତୀମଥି, ତୁମ୍ଭେ ସେହି ଲୋକମାନଙ୍କଠାରୁ ଦୂରରେ ରୁହ। Viz kapitola |