୨ ତୀମଥି 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ। Viz kapitolaପବିତ୍ର ବାଇବଲ (Re-edited) - (BSI)11 କେବଳ ଲୂକ ମୋʼ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ଘେନି ଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ। Viz kapitolaଓଡିଆ ବାଇବେଲ11 କେବଳ ଲୂକ ମୋ ସହିତ ଅଛନ୍ତି ।ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ । Viz kapitolaପବିତ୍ର ବାଇବଲ (CL) NT (BSI)11 କେବଳ ଲୂକ ମୋ’ ନିକଟରେ ଅଛନ୍ତି। ତୁମେ ସାଙ୍ଗରେ ମାର୍କକୁ ନେଇ ଆସିବ; ସେ ମୋତେ ମୋ’ କାର୍ଯ୍ୟରେ ସାହାଯ୍ୟ କରିପାରିବେ। Viz kapitolaପବିତ୍ର ବାଇବଲ11 ଏବେ ମୋ’ ସହିତ କେବଳ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନେଇ ଆସିବ। ସେ ଏଠାରେ ମୋ’ କାମରେ ଅତ୍ୟନ୍ତ ଆବଶ୍ୟକୀୟ ହୋଇପାରିବେ। Viz kapitola |