୩ ଯୋହନ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପ୍ରାଚୀନ ଯେ ମୁଁ, ମୁଁ ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ। Viz kapitolaଓଡିଆ ବାଇବେଲ1 ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ । Viz kapitolaପବିତ୍ର ବାଇବଲ (CL) NT (BSI)1 ସ୍ନେହର ଗାୟସ୍ଙ୍କ ନିକଟକୁ ଜଣେ ବୟୋଜ୍ୟେଷ୍ଠ ପତ୍ର। ମୋର ଆନ୍ତିରିକ ଶ୍ରଦ୍ଧା ଗ୍ରହଣ କର। Viz kapitolaପବିତ୍ର ବାଇବଲ1 ପ୍ରାଚୀନ ଯେ ମୁଁ, ମୁଁ ମୋର ପ୍ରିୟ ବନ୍ଧୁ ଗାୟଙ୍କ ନିକଟକୁ ଲେଖୁଛି। ମୁଁ ତାହାଙ୍କୁ ସତ୍ୟରେ ରହି ପ୍ରେମ କରେ। Viz kapitola |