୩ ଯୋହନ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ। Viz kapitolaଓଡିଆ ବାଇବେଲ12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)12 ସମସ୍ତେ ଡିମଂଟ୍ରିଅସ୍ଙ୍କ ପ୍ରଶଂସା କରୁଛନ୍ତି; ସତ୍ୟର ମାପକାଠି ଦ୍ୱାରା ସେ ପ୍ରଶଂସିତ। ଆମେ ମଧ୍ୟ ତାଙ୍କୁ ସମର୍ଥନ କରୁଛୁ। ତୁମେ ଜାଣିଛ, ଆମେ ଯାହା କହୁ, ତାହା ସବୁ ନିରାଟ ସତ୍ୟ। Viz kapitolaପବିତ୍ର ବାଇବଲ12 ଦୀମୀତ୍ରିୟଙ୍କ ବିଷୟରେ ସମସ୍ତେ ଭଲକଥା କହନ୍ତି। ସେମାନେ ଯାହା କହନ୍ତି, ସତ୍ୟ ଏଥିର ସାକ୍ଷ୍ୟ ଦିଏ। ଆମ୍ଭେ ମଧ୍ୟ ତାହା ବିଷୟରେ ଭଲକଥା କହୁ, ଏବଂ ତୁମ୍ଭେ ଜାଣ ଯେ ଆମ୍ଭର ସାକ୍ଷ୍ୟ ସତ୍ୟ ଅଟେ। Viz kapitola |