୩ ଯୋହନ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପ୍ରିୟ ବନ୍ଧୁ, ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ଵାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା। Viz kapitolaଓଡିଆ ବାଇବେଲ2 ପ୍ରିୟ ବନ୍ଧୁ, ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା । Viz kapitolaପବିତ୍ର ବାଇବଲ (CL) NT (BSI)2 ପ୍ରିୟ ବନ୍ଧୁ, ତୁମର ସ୍ୱାସ୍ଥ୍ୟ ଓ ସର୍ବଶୁଭ କାମନା କରି ମୁଁ ଈଶ୍ୱରଙ୍କୁ ପ୍ରାର୍ଥନା କରୁଛି- ମୁଁ ଜାଣେ, ଆଧାତ୍ମିକ ଜୀବରେ ତୁମେ ବେଶ୍ ସୁସ୍ଥ ଅଛ। Viz kapitolaପବିତ୍ର ବାଇବଲ2 ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲରେଥିବ। ତୁମ୍ଭର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି। Viz kapitola |