ପ୍ରେରିତ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା; Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏହି ଲୋକ ଅଧର୍ମର ମୂଲ୍ୟ ଦ୍ଵାରା ଖଣ୍ତିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ତ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା; Viz kapitolaଓଡିଆ ବାଇବେଲ18 ଏହି ଲୋକ (ଯିହୂଦା) ଅଧର୍ମର ମୁଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରିପଡ଼ିଲା; Viz kapitolaପବିତ୍ର ବାଇବଲ (CL) NT (BSI)18 (ତାହାର ଅପକର୍ମ ଦ୍ୱାରା ଯିହୁଦା ପାଇଥିବା ଟଙ୍କାରେ ଗୋଟିଏ ଜମି କିଣା ହୋଇଥିଲା ଓ ସେହି ଜମିରେ ପଡ଼ି ତା’ର ମୃତ୍ୟୁ ହେଲା। ତା’ର ପେଟ ଫାଟି ଯାଇ ଅନ୍ତ ବୁଜୁଳି ବାହାରି ପଡ଼ିଲା। Viz kapitolaପବିତ୍ର ବାଇବଲ18 ଯିହୂଦାକୁ ଏହି ଘୃଣ୍ୟ କାମ କରିବା ପାଇଁ ଟଙ୍କା ଦିଆ ଯାଇଥିଲା। ସେଥିରେ ସେ ଗୋଟିଏ ଜମି କିମି ଦେଲା। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହୋଇ ପଡ଼ିଲା। ପରେ ତା'ର ପେଟ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା। Viz kapitola |