Online Bible

- Reklamy -




ପ୍ରେରିତ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ଵାରା ସେମାନଙ୍କ ନିକଟରେ ନିଜକୁ ସଜୀବ ଦେଖାଇଲେ, ପୁଣି ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ଵାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ଵରଙ୍କ ରାଜ୍ୟ ସମ୍ଵନ୍ଧୀୟ ବିଷୟଗୁଡ଼ିକ କହିଲେ।

Viz kapitola kopírovat

ଓଡିଆ ବାଇବେଲ

3 ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ୱାରା ସେମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟ ଗୁଡ଼ିକ କହିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 ସେତେବେଳେ ସେ ଜୀବିତ ଥିଲେ, ଏହା ପ୍ରମାଣ କରିବା ପାଇଁ ଓ ଶିଷ୍ୟମାନଙ୍କ ସନ୍ଦେହ ଦୂର କରିବା ପାଇଁ ସେ ତାଙ୍କର ମୃତ୍ୟୁ ପରେ ଚାଳିଶ ଦିନ ପର୍ଯ୍ୟନ୍ତ ଅନେକ ଥର ସେମାନଙ୍କୁ ଦର୍ଶନ ଦେଇଥିଲେ। ସେମାନେ ଯୀଶୁଙ୍କୁ ଦେଖିଥିଲେ ଓ ଯୀଶୁ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟ ବିଷୟରେ ବୁଝାଇ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

3 ଏହି ଘଟଣାଟି ଯୀଶୁଙ୍କର ମୃତ୍ୟୁ ପରେ ଘଟିଥିଲା। କିନ୍ତୁ ଅନେକ ଶକ୍ତିଯୁକ୍ତ କାର୍ଯ୍ୟ ଦ୍ୱାରା ସେ ପ୍ରମାଣିତ କରି ଦେଖେଇ ଦେଲେ ଯେ, ସେ ଜୀବିତ ଥିଲେ। ମୃତ୍ୟୁ ପରେ ପୁନର୍ଜୀବିତ ହୋଇ ଉଠିଥିବାର ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ପ୍ରେରିତମାନେ ଯୀଶୁଙ୍କୁ ଅନେକ ଥର ଦେଖିଲେ। ଯୀଶୁ ପରମେଶ୍ୱରଙ୍କର ରାଜ୍ୟ ବିଷୟରେ ପ୍ରେରିତମାନଙ୍କୁ କହିଲେ।

Viz kapitola kopírovat




ପ୍ରେରିତ 1:3

Následuj nás:

Reklamy


Reklamy