ପ୍ରେରିତ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତିପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୁଦା ପ୍ରଦେଶ ଓ ଶମିରୋଣ,, ପୁଣି ପୃଥିବୀର ପ୍ରା; ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ। Viz kapitolaଓଡିଆ ବାଇବେଲ8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।" Viz kapitolaପବିତ୍ର ବାଇବଲ (CL) NT (BSI)8 କିନ୍ତୁ ତୁମ୍ଭମାନଙ୍କ ଉପରେ ପବିତ୍ରଆତ୍ମା ଅବତରଣ କଲେ, ତୁମ୍ଭେମାନେ ଶକ୍ତିରେ ପୂର୍ଣ୍ଣ ହେବ ଏବଂ ଯିରୂଶାଲମ, ଯିହୁଦା ଓ ଶମିରୋଣ ଓ ପୃଥିବୀର ଶେଷସୀମା ପର୍ଯ୍ୟନ୍ତ ମୋ’ ପାଇଁ ତୁମ୍ଭେମାନେ ସାକ୍ଷୀ ହେବ।” Viz kapitolaପବିତ୍ର ବାଇବଲ8 କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।” Viz kapitola |