ପ୍ରେରିତ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୋ, ମୁଁ କେବେ ହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଭୋଜନ କରି ନାହିଁ। Viz kapitolaଓଡିଆ ବାଇବେଲ14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ପିତର କହିଲେ, “ନା ପ୍ରଭୁ, ମୁଁ ପାରିବି ନାହିଁ! ମୁଁ କେବେ କୌଣସି ଅଶୁଚି ବା ଅପବିତ୍ର ବସ୍ତୁ ଭୋଜନ କରି ନାହିଁ।” Viz kapitolaପବିତ୍ର ବାଇବଲ14 ପିତର କହିଲେ, “ନା ପ୍ରଭୁ। ମୁଁ କେବେ କୌଣସି ଅପବିତ୍ର ବା ଅପରିଷ୍କାର ଖାଦ୍ୟ ଖାଇ ନାହିଁ।” Viz kapitola |