ପ୍ରେରିତ 10:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁନଶ୍ଚ ଦ୍ଵିତୀୟ ଥର ତାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ଵର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ। Viz kapitolaଓଡିଆ ବାଇବେଲ15 ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ । Viz kapitolaପବିତ୍ର ବାଇବଲ (CL) NT (BSI)15 ଆଉ ଥରେ ସେ ଶୁଣିଲେ, “ଈଶ୍ୱର ଯାହାକୁ ଶୁଚି କରିଛନ୍ତି, ତୁମେ ତାହାକୁ ଅଶୁଚି ମନେ କର ନାହିଁ।” Viz kapitolaପବିତ୍ର ବାଇବଲ15 ମାତ୍ର ସେହି ସ୍ୱର ତାଙ୍କୁ ପୁଣି କହିଲେ, “ପରମେଶ୍ୱର ଯେଉଁ ବିଷୟକୁ ପବିତ୍ର କରିଛନ୍ତି, ତୁମ୍ଭେ ତାକୁ ଅପବିତ୍ର କୁହ ନାହିଁ।” Viz kapitola |