ପ୍ରେରିତ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ଵରଙ୍କର ଜଣେ ଦୂତ ତାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ। Viz kapitolaଓଡିଆ ବାଇବେଲ3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ । Viz kapitolaପବିତ୍ର ବାଇବଲ (CL) NT (BSI)3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ଏକ ଦର୍ଶନରେ ସ୍ପଷ୍ଟ ଦେଖିଲେ ଯେ ଈଶ୍ୱରଙ୍କ ଦୂତ ଆସି ତାଙ୍କୁ ଡାକୁଛନ୍ତି, “କର୍ଣ୍ଣୀଲିୟ।” Viz kapitolaପବିତ୍ର ବାଇବଲ3 ଦିନେ ଅପରାହ୍ନ ପ୍ରାୟ ତିନିଟା ସମୟରେ ସେ ଏକ ଦର୍ଶନ ଦେଖିଲେ। ସେ ଜଣେ ସ୍ୱର୍ଗଦୂତଙ୍କୁ ତାହାଙ୍କ ନିକଟକୁ ଆସୁଥିବାର ସ୍ପଷ୍ଟ ଭାବେ ଦେଖିଲେ। ସେ ତାହାଙ୍କୁ କହିଲେ, “କର୍ଣ୍ଣୀଲିୟ।” Viz kapitola |