ପ୍ରେରିତ 10:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଅତଏବ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ର କୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ସ୍ଵରୂପେ ବାସ କରୁଅଛନ୍ତି। Viz kapitolaଓଡିଆ ବାଇବେଲ32 ଅତଏବ ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)32 ଶିମୋନ ପିତର ନାମରେ ଜଣେ ବ୍ୟକ୍ତିଙ୍କୁ ଆଣିବା ପାଇଁ ଯୋପ୍ପାକୁ ଲୋକ ପଠାଅ। ସେ ସମୁଦ୍ରକୂଳ ନିବାସୀ ଚର୍ମକାର ଶିମୋନ ଘରେ ଅତିଥି ହୋଇଛନ୍ତି।’ Viz kapitolaପବିତ୍ର ବାଇବଲ32 ତେଣୁ ଯାଫୋକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଏଠାକୁ ଡକାଅ। ସେ ସମୁଦ୍ର କୂଳରେ ଚମାର ଶିମୋନଙ୍କ ଘରେ ରହୁଛନ୍ତି।’ Viz kapitola |