ପ୍ରେରିତ 10:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ଵର ଯେ ମୁଖାପେକ୍ଷା କରନ୍ତି ନାହିଁ, Viz kapitolaଓଡିଆ ବାଇବେଲ34 ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)34 ପିତର ଶିକ୍ଷା ଦେବାକୁ ଆରମ୍ଭ କରି କହିଲେ, “ବର୍ତ୍ତମାନ ମୁଁ ବୁଝିପାରୁଛି ଯେ ପ୍ରକୃତରେ ଈଶ୍ୱର ସମସ୍ତଙ୍କୁ ସମାନ ଭାବରେ ଦେଖନ୍ତି। Viz kapitolaପବିତ୍ର ବାଇବଲ34 ପିତର କହିବା ଆରମ୍ଭ କଲେ, “ମୁଁ ବର୍ତ୍ତମାନ ପ୍ରକୃତରେ ବୁଝିପାରୁଛି, ପରମେଶ୍ୱରଙ୍କ ଦୃଷ୍ଟିରେ ପ୍ରତ୍ୟେକ ଲୋକ ସମାନ। ତାହାଙ୍କ ପାଖରେ କୌଣସି ଭେଦଭାବ ନାହିଁ। Viz kapitola |