ପ୍ରେରିତ 10:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)35 କିନ୍ତୁ ପ୍ରତ୍ୟେକ ଜାତିରେ ଯେକେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି। Viz kapitolaଓଡିଆ ବାଇବେଲ35 କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)35 ଯେ କୌଣସି ଜାତିର ଯେକୌଣସି ଲୋକ ପ୍ରଭୁଙ୍କର ଉପାସନା କଲେ ଓ ତାଙ୍କ ଦୃଷ୍ଟିରେ ସତ୍କର୍ମ କଲେ, ପ୍ରଭୁ ତାହାକୁ ଗ୍ରହଣ କରନ୍ତି। Viz kapitolaପବିତ୍ର ବାଇବଲ35 କିନ୍ତୁ ପରମେଶ୍ୱର ତାହାଙ୍କୁ ଉପାସନା କରୁଥିବା ଓ ଉତ୍ତମ କର୍ମ କରୁଥିବା ଲୋକଙ୍କୁ ଗ୍ରହଣ କରନ୍ତି। Viz kapitola |