ପ୍ରେରିତ 10:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ଦ୍ୱାରା ପ୍ରଚାରିତ ବାପ୍ତିସ୍ମ ସମୟ ପରେ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ପ୍ରଚାରିତ ହୋଇଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)37 ଯୋହନଙ୍କ ପ୍ରଚାରିତ ବାପ୍ତିସ୍ମ ପରେ ଗାଲିଲୀଠାରୁ ଆରମ୍ଭ କରି ସମୁଦାୟ ଯିହୁଦା ପ୍ରଦେଶରେ ଯାହା ଘଟିଲା, ସେଥିର ବିବରଣ ଆପଣମାନେ ଜାଣନ୍ତି, Viz kapitolaଓଡିଆ ବାଇବେଲ37 ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ସମୟରୁ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦା ରେ ପ୍ରଚାରିତ ହୋଇଅଛି, Viz kapitolaପବିତ୍ର ବାଇବଲ (CL) NT (BSI)37 ଏହି ଯୀଶୁ ସମସ୍ତଙ୍କର ପ୍ରଭୁ। ଯୋହନ ମନ ପରିବର୍ତ୍ତନ ଓ ଜଳଦୀକ୍ଷାର ସମ୍ବାଦ ପ୍ରଚାର କରିବା ପରେ, ଗାଲିଲୀକୁ ଆରମ୍ଭ କରି ସମଗ୍ର ଇଶ୍ରାଏଲ ଦେଶରେ ଯେଉଁ ବିଶେଷ ଘଟଣାମାନ ଘଟିଗଲା, ତାହା ତୁମ୍ଭେମାନେ ଜାଣ। Viz kapitolaପବିତ୍ର ବାଇବଲ37 “ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ସମ୍ପର୍କରେ ପ୍ରଗ୍ଭର ହେବାପରେ ଗାଲିଲୀଠାରୁ ଆରମ୍ଭ କରି ସାରା ଯିହୂଦାରେ ଯାହାସବୁ ଘଟିଲା, ତାହା ତୁମ୍ଭେମାନେ ଜାଣିଛ। Viz kapitola |