ପ୍ରେରିତ 10:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ଅର୍ଥାତ୍, ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ଵର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ଵର ତାହାଙ୍କ ସହବର୍ତ୍ତୀ ଥିଲେ। Viz kapitolaଓଡିଆ ବାଇବେଲ38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)38 ତୁମ୍ଭେମାନେ ନାଜରିତର ଯୀଶୁଙ୍କ ବିଷୟରେ ଓ ଈଶ୍ୱର କିପରି ତାଙ୍କ ଉପରେ ପବିତ୍ର ଆତ୍ମା ଓ ଶକ୍ତି ଢାଳି ଦେଇଥିଲେ, ତାହା ଜାଣ। ସେ ସବୁଆଡ଼େ ଯାଇ ମହତ୍ କାର୍ଯ୍ୟ ସାଧନ କଲେ। ଶୟତାନର କବଳରେ ଥିବା ଲୋକଙ୍କୁ ସୁସ୍ଥ କଲେ, କାରଣ ଈଶ୍ୱର ତାଙ୍କ ସହିତ ଥିଲେ। Viz kapitolaପବିତ୍ର ବାଇବଲ38 ତୁମ୍ଭେମାନେ ନାଜରିତୀୟ ଯୀଶୁଙ୍କ ବିଷୟରେ ମଧ୍ୟ ଜାଣିଛ। ପରମେଶ୍ୱର ତାହାଙ୍କୁ ପବିତ୍ରଆତ୍ମା ଓ ଶକ୍ତିରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ୟାଗ୍ଭର ଅଧୀନରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ୱାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ୱର ତାହାଙ୍କ ସହିତ ଥିଲେ। Viz kapitola |