ପ୍ରେରିତ 10:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେ ତାହାଙ୍କ ନାମରେ ପାପକ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି। Viz kapitolaଓଡିଆ ବାଇବେଲ43 ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)43 ସବୁ ଭାବବାଦୀମାନେ ତାଙ୍କ ବିଷୟରେ ପ୍ରଚାର କରି ଏହି କଥା କହିଥିଲେ, ଯେ କେହି ତାଙ୍କଠାରେ ବିଶ୍ୱାସ କରିବ, ତାଙ୍କ ନାମର ଶକ୍ତିରେ ତାହାର ପାପ କ୍ଷମା ହେବ।” Viz kapitolaପବିତ୍ର ବାଇବଲ43 ଯେ କେହି ଯୀଶୁଙ୍କଠାରେ ବିଶ୍ୱାସ କରିବ, ସେ ପାପ କ୍ଷମା ପାଇବ। ପରମେଶ୍ୱର ଯୀଶୁଙ୍କ ନାମରେ ସେହି ବ୍ୟକ୍ତିର ସମସ୍ତ ପାପ କ୍ଷମା କରିଦେବେ। ସମସ୍ତ ଭାବବାଦୀଙ୍କ ଦ୍ୱାରା କଥିତ ଏହି ବାକ୍ୟ ନିରାଟ ସତ୍ୟ ଅଟେ।” Viz kapitola |