Online Bible

- Reklamy -




ପ୍ରେରିତ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏବେ ତୁମ୍ଭେ ଯାଫୋ ସହରକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାଙ୍କ ଉପନାମ ପିତର;

Viz kapitola kopírovat

ଓଡିଆ ବାଇବେଲ

5 ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ବର୍ତ୍ତମାନ ଶିମୋନ ପିତର ନାମକ ଜଣେ ବ୍ୟକ୍ତିଙ୍କୁ ଆମନ୍ତ୍ରଣ କରି ଆଣିବା ପାଇଁ ଯୋପ୍ପାକୁ ଲୋକ ପଠାଅ।

Viz kapitola kopírovat

ପବିତ୍ର ବାଇବଲ

5 ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମୋନ ନାମକ ଗୋଟିଏ ଲୋକଙ୍କୁ ସେଠାରୁ ଆଣ। ସେହି ଶିମୋନ, ପିତର ନାମରେ ମଧ୍ୟ ପରିଚିତ।

Viz kapitola kopírovat




ପ୍ରେରିତ 10:5

Následuj nás:

Reklamy


Reklamy