ପ୍ରେରିତ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, “ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ। Viz kapitolaଓଡିଆ ବାଇବେଲ16 ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)16 ତା’ପରେ ମୁଁ ପ୍ରଭୁଙ୍କର ଏହି ବାକ୍ୟ ସ୍ମରଣ କଲି: ‘ଯୋହନ ଜଳଳେ ଦୀକ୍ଷା ଦେଲେ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଦୀକ୍ଷିତ ହେବ।’ Viz kapitolaପବିତ୍ର ବାଇବଲ16 ସେତେବେଳେ ମୋର ପ୍ରଭୁଙ୍କର କଥା ମନେ ପଡ଼ିଲା। ସେ କହିଥିଲେ, ‘ଯୋହନ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ କରାଇଥିଲେ, କିନ୍ତୁ ତୁମ୍ଭେମାନେ ପବିତ୍ରଆତ୍ମାରେ ବାପ୍ତିଜିତ ହେବ।’ Viz kapitola |