ପ୍ରେରିତ 11:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେମାନଙ୍କ ବିଷୟକ ସମ୍ଵାଦ ଯିରୂଶାଲମସ୍ଥ ମଣ୍ତଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ। Viz kapitolaଓଡିଆ ବାଇବେଲ22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)22 ଯେତେବେଳେ ଏହି ସମ୍ବାଦ ଯିରୂଶାଲମରେ ପହଞ୍ଚିଲା, ସେମାନେ ବର୍ଣ୍ଣବାଙ୍କୁ ଆଣ୍ଟିୟୋଖ ପଠାଇଲେ। Viz kapitolaପବିତ୍ର ବାଇବଲ22 ଆନ୍ତିୟଖିଆର ଏହି ନୂଆ ବିଶ୍ୱାସୀମାନଙ୍କ ବିଷୟରେ ଯିରୁଶାଲମର ବିଶ୍ୱାସୀ ମଣ୍ଡଳୀ ଶୁଣିବାକୁ ପାଇଲେ। ତେଣୁ ସେମାନେ ବର୍ଣ୍ଣବ୍ବାଙ୍କୁ ଆନ୍ତିୟଖିଆକୁ ପଠାଇଦେଲେ। Viz kapitola |