ପ୍ରେରିତ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ମୁଁ କହିଲି, ନାହିଁ ପ୍ରଭୁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୋ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ। Viz kapitolaଓଡିଆ ବାଇବେଲ8 କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୁ ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)8 କିନ୍ତୁ ମୁଁ ଉତ୍ତର ଦେଲି, ‘ନା ପ୍ରଭୁ! ମୁଁ ପାରିବି ନାହିଁ। ଏପର୍ଯ୍ୟନ୍ତ କୌଣସି ଅଶୁଚି ବା ଅପବିତ୍ର ଖାଦ୍ୟ ମୋ’ ମୁଖ ସ୍ପର୍ଶ କରି ନାହିଁ। Viz kapitolaପବିତ୍ର ବାଇବଲ8 “କିନ୍ତୁ ମୁଁ କହିଲି, ‘ପ୍ରଭୁ, ମୁଁ ଏହା କଦାପି କରିବି ନାହିଁ, କାରଣ ମୁଁ କେବେ ଅପବିତ୍ର ଓ ଅପରିଷ୍କାର ଖାଦ୍ୟ ଖାଇ ନାହିଁ।’ Viz kapitola |