ପ୍ରେରିତ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ପିତର ଦ୍ଵାରରେ ବାରମ୍ଵାର ମାରୁଥିଲେ, ଆଉ ସେମାନେ ଫିଟାଇ ତାଙ୍କୁ ଦେଖି ଆଚମ୍ଵିତ ହେଲେ। Viz kapitolaଓଡିଆ ବାଇବେଲ16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 ପିତର ବାରମ୍ବାର କବାଟରେ ଆଘାତ କରୁଥିଲେ। ଶେଷରେ ସେମାନେ କବାଟ ଫିଟାଇ ତାଙ୍କୁ ଦେଖି ଆଶ୍ଚର୍ଯ୍ୟ ହେଲେ। Viz kapitolaପବିତ୍ର ବାଇବଲ16 କିନ୍ତୁ ପିତର କବାଟରେ ଠକ୍ ଠକ୍ କରି ଗ୍ଭଲିଥିଲେ। ବିଶ୍ୱାସୀମାନେ ଯେତେବେଳେ କବାଟ ଖୋଲିଲେ ସେତେବେଳେ ପିତରଙ୍କୁ ଦେଖି ବିସ୍ମିତ ହୋଇଗଲେ। Viz kapitola |