ପ୍ରେରିତ 12:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ, ହେରୋଦ ତାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୁଦା ପ୍ରଦେଶରୁ କାଇସରିଆକୁ ଯାଇ ସେଠାରେ ରହିଲେ। Viz kapitolaଓଡିଆ ବାଇବେଲ19 ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୂଦା ପ୍ରଦେଶରୁ କାଇସରିୟାକୁ ଯାଇ ସେଠାରେ ରହିଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ହେରୋଦ ତାଙ୍କୁ ଖୋଜିବା ପାଇଁ ଆଦେଶ ଦେଲେ, କିନ୍ତୁ ସେମାନେ ତାଙ୍କୁ ପାଇଲେ ନାହିଁ। ଶେଷରେ ପ୍ରହରୀମାନଙ୍କୁ ଜେରା କରି ସେମାନଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ଆଦେଶ ଦେଲେ। ଏହା ପରେ ହେରୋଦ ଯିହୁଦା ପ୍ରଦେଶରୁ ଯାଇ କାଇସରିଆରେ ରହିଲେ। Viz kapitolaପବିତ୍ର ବାଇବଲ19 ହେରୋଦ ତାହାଙ୍କୁ ଖୋଜିଲେ, କିନ୍ତୁ ପାଇଲେ ନାହିଁ। ତା'ପରେ ସେ ଜଗୁଆଳୀମାନଙ୍କୁ ପଚରା ଉଚରା କରିସାରି, ସେମାନଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ ଦେଲେ। ତା'ପରେ ହେରୋଦ ଯିହୂଦା ପ୍ରଦେଶରୁ ଯାଇ କାଇସରୀଆଠାରେ ରହିଲେ। Viz kapitola |