ପ୍ରେରିତ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର ବିଷୟ ଅଛି, ତେବେ କହନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ବ୍ୟବସ୍ଥା ଓ ଭାବବାଦୀ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର କଥା ଅଛି, ତେବେ କହନ୍ତୁ। Viz kapitolaଓଡିଆ ବାଇବେଲ15 ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର କଥା ଅଛି, ତେବେ କହନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)15 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଲେଖା ପଠିତ ହେବା ପରେ, ଉପାସନା ଗୃହର କର୍ତ୍ତାମାନେ, ସେମାନଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଭାଇମାନେ, ଯଦି ଲୋକଙ୍କୁ ଉତ୍ସାହିତ କରିବା ଭଳି ଆପଣମାନଙ୍କର କିଛି ଉପଦେଶ ଦେବାର ଅଛି, ତେବେ କହନ୍ତୁ।” Viz kapitolaପବିତ୍ର ବାଇବଲ15 ସେଠାରେ ମୋଶାଙ୍କ ପ୍ରଦତ୍ତ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଲେଖାଗୁଡ଼ିକ ପଢ଼ାଯିବା ପରେ ନେତାମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କ ନିକଟକୁ ଏହା କହି ପଠାଇଲେ, “ଭାଇମାନେ, ଲୋକମାନଙ୍କ ପାଇଁ ଯଦି ତୁମ୍ଭମାନଙ୍କର କିଛି ନିଷ୍ଠାର ଉପଦେଶ ଥାଏ, ତେବେ କୁହ।” Viz kapitola |