ପ୍ରେରିତ 13:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏହି ଇସ୍ରାଏଲ ଜାତିର ଈଶ୍ଵର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି ପରାକ୍ରମୀ ବାହୁ ଦ୍ଵାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ। Viz kapitolaଓଡିଆ ବାଇବେଲ17 ଏହି ଇସ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ । Viz kapitolaପବିତ୍ର ବାଇବଲ (CL) NT (BSI)17 ଇଶ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମନୋନୀତ କଲେ ଓ ମିସରରେ ସେମାନେ ବିଦେଶୀ ରୂପେ ବାସ କରୁଥିବା ସମୟରେ ଏକ ବିରାଟ ଜାତିରେ ପରିଣତ କଲେ। ଈଶ୍ୱର ତାଙ୍କର ମହତ୍ ଶକ୍ତିରେ ସେମାନଙ୍କୁ ମିସରରୁ ବାହାର କରି ଆଣିଲେ Viz kapitolaପବିତ୍ର ବାଇବଲ17 ଇସ୍ରାଏଲର ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ବାଛି ନେଲେ। ମିଶରରେ ବିଦେଶୀ ଭାବେ ସେମାନେ ରହୁଥିବା ବେଳେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ସଫଳତା ଦେଲେ। ସେ ତାହାଙ୍କ ମହାନ୍ ଶକ୍ତି ବଳରେ ସେଠାରୁ ସେମାନଙ୍କୁ ବାହାର ମଧ୍ୟ କରି ଆଣିଲେ। Viz kapitola |