Online Bible

- Reklamy -




ପ୍ରେରିତ 13:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ, ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋʼ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।

Viz kapitola kopírovat

ଓଡିଆ ବାଇବେଲ

25 ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ । କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ପୁଣି ଯୋହନ ତାଙ୍କର ସେବାକାର୍ଯ୍ୟ ଶେଷ କରିବା ପୂର୍ବରୁ ଲୋକମାନଙ୍କୁ ପଚାରିଲେ, ‘ମୋ’ ବିଷୟରେ ତୁମ୍ଭମାନଙ୍କ ଧାରଣା କ’ଣ? ତୁମ୍ଭେମାନେ ଯାହାଙ୍କ ପ୍ରତୀକ୍ଷାରେ ଅଛ, ମୁଁ ସେ’ ନୁହେଁ। କିନ୍ତୁ ଶୁଣ! ମୋ’ ପରେ ଯେ ଆସୁଛନ୍ତି, ମୁଁ ତାଙ୍କ ପାଦରୁ ପାଦୁକା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ।’

Viz kapitola kopírovat

ପବିତ୍ର ବାଇବଲ

25 ଯୋହନ ତାହାଙ୍କ କାର୍ଯ୍ୟ ପୂର୍ଣ୍ଣ କରି କହିଲେ, ‘ମୋତେ ତୁମ୍ଭେମାନେ କିଏ ବୋଲି ଭାବୁଛ? ମୁଁ ଖ୍ରୀଷ୍ଟ ନୁହେଁ। ଯେ ମୋର ପରେ ଆସୁଛନ୍ତି, ତାହାଙ୍କର ଜୋତା ଫିତା ଫିଟେଇବା ପାଇଁ ମଧ୍ୟ ମୁଁ ଯୋଗ୍ୟ ନୁହେଁ।’

Viz kapitola kopírovat




ପ୍ରେରିତ 13:25

Následuj nás:

Reklamy


Reklamy